ଯିଶାଇୟ 43:25 - ପବିତ୍ର ବାଇବଲ25 “ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ୟ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିଯାଏ। ମୋର ଗାରିମାକୁ ରକ୍ଷା କରିବାକୁ ଏପରି କରେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit laଓଡିଆ ବାଇବେଲ25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ। Gade chapit la |