ଯିଶାଇୟ 43:28 - ପବିତ୍ର ବାଇବଲ28 ଏଣୁ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା। ଆମ୍ଭେ ଯାକୁବକୁ ଅଭିଶାପ ଦେବା ଓ ଇସ୍ରାଏଲକୁ ନିନ୍ଦିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା। Gade chapit laଓଡିଆ ବାଇବେଲ28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା। Gade chapit la |
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।