ଯିଶାଇୟ 44:20 - ପବିତ୍ର ବାଇବଲ20 ଯେ ଭସ୍ମ ଭୋଜନ କରେ, ସେ ନିଜର ଜୀବନକୁ ରକ୍ଷା କରିପାରେ ନାହିଁ। ମୋ’ ଦକ୍ଷିଣ ହସ୍ତରେ ଏହି ସମସ୍ତ ବିଷୟରେ କ’ଣ କୌଣସି ମିଥ୍ୟା ନାହିଁ? କହିପାରେ ନାହିଁ। “ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।” Gade chapit laପବିତ୍ର ବାଇବଲ (Re-edited) - (BSI)20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଦକ୍ଷିଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି। Gade chapit laଓଡିଆ ବାଇବେଲ20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି। Gade chapit la |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।