ଯିଶାଇୟ 44:22 - ପବିତ୍ର ବାଇବଲ22 ମେଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଭେ ମାର୍ଜନା କରିଅଛୁ। ପବନରେ ମେଘ ଗ୍ଭଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତ ହୋଇଅଛି। ତେଣୁ ତୁମ୍ଭେ ଆମ୍ଭ ନିକଟକୁ ଫେରି ଆସ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁନ୍ତ ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। Gade chapit laଓଡିଆ ବାଇବେଲ22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। Gade chapit la |
“ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତେବେ ତା'ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ। ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।” ଏହା ସଦାପ୍ରଭୁ କହନ୍ତି।