ଯିଶାଇୟ 44:6 - ପବିତ୍ର ବାଇବଲ6 ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ଵର ଆଉ ନାହିଁ। Gade chapit laଓଡିଆ ବାଇବେଲ6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ। Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।