ଯିଶାଇୟ 45:12 - ପବିତ୍ର ବାଇବଲ12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ପୃଥିବୀସ୍ଥ ସମସ୍ତ ବାସିନ୍ଦାଙ୍କୁ ସୃଷ୍ଟି କରିଅଛୁ। ଆମ୍ଭେ ସ୍ୱହସ୍ତ ନିର୍ମିତ ଆକାଶମଣ୍ଡଳକୁ ବିସ୍ତାର କରିଅଛୁ ଓ ତହିଁରେ ସକଳ ସୈନ୍ୟସାମନ୍ତଙ୍କୁ ଆମ୍ଭେ ଆଜ୍ଞା ଦେଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ତଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ। Gade chapit laଓଡିଆ ବାଇବେଲ12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ। Gade chapit la |
ତୁମ୍ଭେ ହିଁ ପରମେଶ୍ୱର ଅଟ। ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ। ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଅଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରତ୍ୟେକର ଜୀବନଦାତା। ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।