ଯିଶାଇୟ 45:22 - ପବିତ୍ର ବାଇବଲ22 ହେ ପୃଥିବୀ ପ୍ରାନ୍ତସ୍ଥ ସମସ୍ତ ଲୋକ, ତୁମ୍ଭେମାନେ ଆମ୍ଭ ପ୍ରତି ଦୃଷ୍ଟି କର ଓ ପରିତ୍ରାଣ ପ୍ରାପ୍ତ ହୁଅ। କାରଣ ଆମ୍ଭେ ପରମେଶ୍ୱର ଓ ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ଵର, ଆମ୍ଭ ଛଡ଼ା ଦ୍ଵିତୀୟ ନାହିଁ। Gade chapit laଓଡିଆ ବାଇବେଲ22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।