ଯିଶାଇୟ 45:24 - ପବିତ୍ର ବାଇବଲ24 ତାହାହେଲେ ଲୋକେ କହିବେ, ‘କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।’” ତାଙ୍କ ନିକଟକୁ ସେମାନେ ଆସିବେ। ଯେଉଁମାନେ ତାଙ୍କ ଉପରେ କ୍ରୋଧ କରିଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି; ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେସମସ୍ତେ ଲଜ୍ଜିତ ହେବେ। Gade chapit laଓଡିଆ ବାଇବେଲ24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ। Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”