ଯିଶାଇୟ 46:10 - ପବିତ୍ର ବାଇବଲ10 “ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନୋରଥ ସିଦ୍ଧ କରିବା; Gade chapit laଓଡିଆ ବାଇବେଲ10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’ Gade chapit la |
ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି।