ଯିଶାଇୟ 46:4 - ପବିତ୍ର ବାଇବଲ4 ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ୟ ପର୍ଯ୍ୟନ୍ତ ତୁମ୍ଭକୁ ବହନ କରିବୁ। ପକ୍ୱକେଶ ହେବା ପର୍ଯ୍ୟନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଅଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। Gade chapit laଓଡିଆ ବାଇବେଲ4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। Gade chapit la |