ଯିଶାଇୟ 46:8 - ପବିତ୍ର ବାଇବଲ8 “ତୁମ୍ଭେମାନେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭେମାନେ ଯେଉଁମାନେ ଅପରାଧ କର, ଏବିଷୟରେ ଚିନ୍ତା କର। Gade chapit laପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ଵ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। Gade chapit laଓଡିଆ ବାଇବେଲ8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।