ଯିଶାଇୟ 46:9 - ପବିତ୍ର ବାଇବଲ9 ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ଵର, ଦ୍ଵିତୀୟ ନାହିଁ; ଆମ୍ଭେ ପରମେଶ୍ଵର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit laଓଡିଆ ବାଇବେଲ9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
ପୁଣି ସଦାପ୍ରଭୁ କହନ୍ତି, “ପୁଣି ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଭୟ ଦେବା ପାଇଁ ଆସିବା ପରି ଆମ୍ଭେ ସେମାନଙ୍କୁ ହଠାତ୍, ସେମାନଙ୍କ ଦେଶରୁ ତଡ଼ିଦେବା। କାହାକୁ ଆମ୍ଭେ ଏଠାରେ ନିଯୁକ୍ତ କରିବା, କାରଣ ମୋ’ ପରି କେହି ନୁହନ୍ତି? ସେଠାରେ ଆମ୍ଭକୁ ପ୍ରତିରୋଧ କରିବା ପାଇଁ କିଏ ଅଛନ୍ତି? ଆମ୍ଭ ସମ୍ମୁଖରେ ଠିଆ ହେଲାପରି ପାଳକ କିଏ ଅଛନ୍ତି?”