ଯିଶାଇୟ 47:12 - ପବିତ୍ର ବାଇବଲ12 ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Gade chapit laଓଡିଆ ବାଇବେଲ12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Gade chapit la |
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”