ଯିଶାଇୟ 47:5 - ପବିତ୍ର ବାଇବଲ5 “ଆଗୋ କଲ୍ଦୀୟ କନ୍ୟାଗଣ, ତୁମ୍ଭେମାନେ ଅନ୍ଧାରକୁ ଯାଇ ନୀରବରେ ବସ। କାରଣ ତୁମ୍ଭେମାନେ ‘ରାଜ୍ୟର ଆଉ ରାଣୀ’ ବୋଲି କଥିତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ। Gade chapit laଓଡିଆ ବାଇବେଲ5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ। Gade chapit la |