ଯିଶାଇୟ 47:6 - ପବିତ୍ର ବାଇବଲ6 “ଆମ୍ଭେ ନିଜ ଲୋକମାନଙ୍କ ଉପରେ କ୍ରୋଧିତ ହେଲୁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପର କଲୁ। ତୁମ୍ଭେ ସେମାନଙ୍କ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପରେ ଯୁଆଳି ବଡ଼ ଭାରି କରି ଥୋଇଲ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ । Gade chapit laଓଡିଆ ବାଇବେଲ6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ। Gade chapit la |
କିନ୍ତୁ ସଦାପ୍ରଭୁଙ୍କର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରୁ ଜଣେ ଥିଲେ। ଏହି ଭବିଷ୍ୟଦ୍ବକ୍ତାଙ୍କର ନାମ ଥିଲା ଓବେଦ୍। ଓବେଦ୍ ଶମରିୟାକୁ ଫେରି ଆସିଥିବା ଇସ୍ରାଏଲୀୟ ସୈନ୍ୟଦଳକୁ ଭେଟିଲେ। ଓବେଦ୍ ଇସ୍ରାଏଲୀୟ ସୈନ୍ୟଦଳକୁ କହିଲେ, “ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଥିଲେ, ସେ ତୁମ୍ଭମାନଙ୍କ ଦ୍ୱାରା ଯିହୁଦାର ଲୋକମାନଙ୍କୁ ପରାସ୍ତ କଲେ, କାରଣ ସେ ସେମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କରିଛନ୍ତି। ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଅତ୍ୟନ୍ତ କଦର୍ଯ୍ୟ ଭାବରେ ହତ୍ୟା ଓ ଦଣ୍ଡିତ କରିଅଛ।
ତେଣୁ ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଆକ୍ରମଣ କରିବା ନିମନ୍ତେ ବାବିଲର ରାଜାକୁ ଆଣିଲେ। ଯୁବା ଲୋକମାନେ ମନ୍ଦିର ମଧ୍ୟରେ ଥିଲେ ସୁଦ୍ଧା, ବାବିଲର ରାଜା ସେମାନଙ୍କୁ ହତ୍ୟା କଲେ। ସେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କିଛି ଦୟା କଲେ ନାହିଁ। ବାବିଲର ରାଜା ଉଭୟ ଯୁବା ଓ ବୃଦ୍ଧ ଲୋକମାନଙ୍କୁ ହତ୍ୟା କଲେ। ସେ ପୁରୁଷ ଓ ସ୍ତ୍ରୀଙ୍କୁ ହତ୍ୟା କଲେ। ସେ ରୋଗୀ ଓ ସୁସ୍ଥ ଲୋକଙ୍କୁ ହତ୍ୟା କଲେ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ଉପରେ ନବୂଖଦ୍ନିତ୍ସରଙ୍କୁ ବିଜୟୀ କଲେ।