ଯିଶାଇୟ 48:21 - ପବିତ୍ର ବାଇବଲ21 ସଦାପ୍ରଭୁ ଯଦିଓ ମରୁଭୂମିରୁ ସେମାନଙ୍କୁ ନେଲେ, ସେମାନେ ତୃଷାର୍ତ୍ତ ହେଲେ ନାହିଁ। ସେ ସେମାନଙ୍କ ପାଇଁ ଶୈଳରୁ ଜଳସ୍ରୋତ ବୁହାଇଲେ; ଆଉ ମଧ୍ୟ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା। Gade chapit laଓଡିଆ ବାଇବେଲ21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା। Gade chapit la |