Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:7 - ପବିତ୍ର ବାଇବଲ

7 ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ‘ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥା’ନ୍ତ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।

Gade chapit la Kopi

ଓଡିଆ ବାଇବେଲ

7 ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।

Gade chapit la Kopi




ଯିଶାଇୟ 48:7
4 Referans Kwoze  

“ତୁମ୍ଭେମାନେ ଶୁଣିଅଛ, ଏବଂ ବର୍ତ୍ତମାନ ତୁମ୍ଭେ ଦେଖ! ତୁମ୍ଭେମାନେ କ’ଣ ତାହା ପ୍ରକାଶ କରିବ ନାହିଁ? ବର୍ତ୍ତମାନ ତୁମ୍ଭକୁ ଆମ୍ଭେ ବଡ଼ ଗୁରୁତ୍ୱର କିଛି ତୁମ୍ଭକୁ ଦେଖାଇଦେବୁ, ଯାହାକି ତୁମ୍ଭର ଅଜ୍ଞାତ ଅଟେ।


ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥିଲା; କାରଣ ତୁମ୍ଭେ ଅତି ବିଶ୍ୱାସଘାତ କରିଥିଲ; ଜନ୍ମରୁ ତୁମ୍ଭେ ଅଧର୍ମାଗ୍ଭରୀ ବୋଲି ଖ୍ୟାତ ହୋଇଥିଲ; ଆମ୍ଭେ ଜାଣିଲୁ।


ଆପଣ ତିନି ଜଣ କହିପାରିବେ ନାହିଁ ଯେ ଆପଣମାନେ ଜ୍ଞାନ ଲାଭ କରିଅଛନ୍ତି। ଆୟୁବର ଯୁକ୍ତିର ଉତ୍ତର ପରମେଶ୍ୱର ନିଶ୍ଚୟ ଦେବା ଉଚିତ୍, ଲୋକମାନେ ନୁହନ୍ତି।


ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”


Swiv nou:

Piblisite


Piblisite