ଯିଶାଇୟ 48:8 - ପବିତ୍ର ବାଇବଲ8 ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥିଲା; କାରଣ ତୁମ୍ଭେ ଅତି ବିଶ୍ୱାସଘାତ କରିଥିଲ; ଜନ୍ମରୁ ତୁମ୍ଭେ ଅଧର୍ମାଗ୍ଭରୀ ବୋଲି ଖ୍ୟାତ ହୋଇଥିଲ; ଆମ୍ଭେ ଜାଣିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ। Gade chapit laଓଡିଆ ବାଇବେଲ8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ। Gade chapit la |
ଦେଖ, ତୁମ୍ଭେମାନେ ଲୁଟିତ ନ ହୋଇ ମଧ୍ୟ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ୱାସଘାତକତା ନ କଲେ ମଧ୍ୟ ତୁମ୍ଭେମାନେ ଅନ୍ୟମାନଙ୍କ ପ୍ରତି ବିଶ୍ୱାସଘାତକତା କରୁଅଛ। ତେଣୁ ତୁମ୍ଭେମାନେ ସନ୍ତାପର ପାତ୍ର। କାରଣ ତୁମ୍ଭେମାନେ ଲୁଟିବା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭେମାନେ ବିଶ୍ୱାସଘାତକତା ସମାପ୍ତ କଲାପରେ ଅନ୍ୟମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।