Biblia Todo Logo
Bib sou entènèt

- Piblisite -




ଯିଶାଇୟ 49:14 - ପବିତ୍ର ବାଇବଲ

14 ମାତ୍ର ସିୟୋନ କହେ, “ସଦାପ୍ରଭୁ ମୋତେ ପରିତ୍ୟାଗ କରିଛନ୍ତି। ମୋର ପ୍ରଭୁ ମୋତେ ଭୁଲି ଯାଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ସିୟୋନ କହିଲା, “ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରିଅଛନ୍ତି।”

Gade chapit la Kopi




ଯିଶାଇୟ 49:14
14 Referans Kwoze  

ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ? ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା ପ୍ରଗ୍ଭର କରୁଛ? ମୋର ପଥ, “ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମୋର ବିଗ୍ଭର ପରମେଶ୍ୱରଙ୍କର ଜ୍ଞାନର ଅତୀତ ବୋଲି କହୁଅଛ।”


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ଚିରକାଳ ଆମ୍ଭମାନଙ୍କୁ ପାସୋରୁ ଅଛ? ଆଉ ଏତେ ଦୀର୍ଘକାଳ ଆମ୍ଭମାନଙ୍କୁ କାହିଁକି ପରିତ୍ୟାଗ କରିଅଛ?


ମାତ୍ର ତୁମ୍ଭେମାନେ ଆମ୍ଭର ବାକ୍ୟକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦେଇଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।


ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।” କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।


ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ? ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ? ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ।


ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?


ହେ ସ୍ୱର୍ଗମଣ୍ଡଳ, ଗାନ କର; ହେ ପୃଥିବୀ, ଉଲ୍ଲସିତ ହୁଅ; ହେ ପର୍ବତଗଣ, ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କର; କାରଣ ସଦାପ୍ରଭୁ ନିଜ ଲୋକମାନଙ୍କୁ ସାନ୍ତ୍ୱନା କରିଛନ୍ତି ଓ ନିଜର ପୀଡ଼ିତ ଲୋକମାନଙ୍କୁ କରୁଣା କରିଛନ୍ତି।


“ଜଣେ ସ୍ତ୍ରୀଲୋକ ତା'ର ଗର୍ଭଜାତ ସନ୍ତାନକୁ ସ୍ନେହ ନ କରି କ’ଣ ଭୁଲି ପାରିବ? ସେ କ’ଣ ତାର ସ୍ତନ୍ୟପାୟୀ ସନ୍ତାନକୁ ଦୟା ନ ଦେଖାଇ ପାସୋରି ପାରିବ? ଏମାନେ ତାହା କରି ପାରନ୍ତି, ତଥାପି ଆମ୍ଭେ ତୁମ୍ଭକୁ ପାସୋରିବା ନାହିଁ।


“କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”


“ଆଉ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭେମାନେ ଏ ପ୍ରକାର କହୁଅଛ, ‘ଆମ୍ଭମାନଙ୍କର ବ୍ୟବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ସେଥିରେ ହିଁ କ୍ଷୟ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି?’


ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, “ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ। ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।


Swiv nou:

Piblisite


Piblisite