ଯିଶାଇୟ 49:8 - ପବିତ୍ର ବାଇବଲ8 ସଦାପ୍ରଭୁ କୁହନ୍ତି, “ଆମ୍ଭେ ଯେଉଁ ସମୟରେ ଦୟା ଦେଖାଇବା କଥା ସେହି ସମୟରେ ତୁମ୍ଭକୁ ଉତ୍ତର କରିଅଛୁ। ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିଅଛୁ। ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାରର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ଚୁକ୍ତି ସ୍ୱରୂପ ନିଯୁକ୍ତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ଵଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ଵରୂପ ନିଯୁକ୍ତ କରିବା; Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଗ୍ରାହ୍ୟ ସମୟରେ ତୁମ୍ଭକୁ ଉତ୍ତର ଦେଇଅଛୁ ଓ ପରିତ୍ରାଣ ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କରିଅଛୁ; ପୁଣି, ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ଦେଶର ଉନ୍ନତି ସାଧନ ନିମନ୍ତେ, ଲୋକମାନଙ୍କୁ ସେମାନଙ୍କର ଧ୍ୱଂସିତ ଉତ୍ତରାଧିକାର ଭୋଗ କରାଇବା ନିମନ୍ତେ ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ନିଯୁକ୍ତ କରିବା; Gade chapit la |