ଯିଶାଇୟ 5:17 - ପବିତ୍ର ବାଇବଲ17 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ଵଂସସ୍ଥାନ ଭୋଗ କରିବେ। Gade chapit laଓଡିଆ ବାଇବେଲ17 ସେହି ସମୟରେ ମେଷଶାବକମାନେ ଆପଣା ଚରା ସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।