ଯିଶାଇୟ 5:2 - ପବିତ୍ର ବାଇବଲ2 ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ। ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ। ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ। ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ, କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ତ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Gade chapit laଓଡିଆ ବାଇବେଲ2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”
ଯୀଶୁ ଦୃଷ୍ଟାନ୍ତ ମାଧ୍ୟମରେ ଲୋକମାନଙ୍କୁ ଶିକ୍ଷା ଦେଲେ; ସେ କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଲଗାଇଲା। ତାହାର ଗ୍ଭରିପଟେ ପାଚେରୀ କରିଦେଲା। ଦ୍ରାକ୍ଷାରସ ସଂଗ୍ରହ କରିବା ପାଇଁ ଗୋଟିଏ କୁଣ୍ଡ ତିଆରି କଲା। ସେ ପ୍ରହରୀ ଗୃହଟି ମଧ୍ୟ ତିଆରି କଲା। ସେ କେତେକ କୃଷକଙ୍କୁ ସେହି ବଗିଗ୍ଭକୁ ଭାଗରେ ଦେଲା, ତା'ପରେ ସେ ପରିଭ୍ରମଣ ଉଦ୍ଦେଶ୍ୟରେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲା।
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ।