ଯିଶାଇୟ 5:23 - ପବିତ୍ର ବାଇବଲ23 ଦୋଷୀକୁ କ୍ଷମା କରିବାକୁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଲେ ସେମାନେ ଲାଞ୍ଚ ନେବେ। ମାତ୍ର ସେମାନେ ଉତ୍ତମ ଲୋକଙ୍କୁ ନ୍ୟାୟ ବିଗ୍ଭର ଦିଅନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର ! Gade chapit laଓଡିଆ ବାଇବେଲ23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର! Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”