ଯିଶାଇୟ 5:28 - ପବିତ୍ର ବାଇବଲ28 ସେହି ଶତ୍ରୁମାନଙ୍କର ଶରଗୁଡ଼ିକ ଅତି ତୀକ୍ଷ୍ଣ ଏବଂ ଧାରୁଆ ଓ ସେମାନଙ୍କର ଧନୁଗୁଡ଼ିକ ଗୁଣଯୁକ୍ତ। ସେମାନଙ୍କର ଅସ୍ତ୍ରଗୁଡ଼ିକର ଖୁରା ଚକମକି ପଥର ପରି ଶକ୍ତ ଓ ସେମାନଙ୍କର ରଥ ଚକର ଧୂଳିରୁ ବାଦଲ ଆକାଶରେ ସୃଷ୍ଟି ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ଵଗଣର ଖୁରା ଚକମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରିନ୍ତ Gade chapit laଓଡିଆ ବାଇବେଲ28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କର ତୀର ତୀକ୍ଷ୍ଣ ଓ ସେମାନଙ୍କର ଧନୁସବୁ ଗୁଣଦିଆ; ସେମାନଙ୍କ ଅଶ୍ୱଗଣର ଖୁରା ଚକ୍ମକି ପଥର ପରି ଓ ସେମାନଙ୍କ ରଥର ଚକ୍ର ଘୂର୍ଣ୍ଣିବାୟୁ ପରି; Gade chapit la |
“ସିୟୋନର କନ୍ୟା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗକୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାଯ୍ୟରେ ଅନେକ ଗୋଷ୍ଠୀକୁ ଚୂର୍ଣ୍ଣ କରିବ। ସେମାନଙ୍କର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସେମାନଙ୍କର ଧନଭଣ୍ତାର ସମୁଦାୟ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”