ଯିଶାଇୟ 5:30 - ପବିତ୍ର ବାଇବଲ30 ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit laଓଡିଆ ବାଇବେଲ30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit la |
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।