ଯିଶାଇୟ 5:6 - ପବିତ୍ର ବାଇବଲ6 ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି। କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ। ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।” Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କି ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Gade chapit laଓଡିଆ ବାଇବେଲ6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି। Gade chapit la |
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
ଏଲିୟ ତିଶ୍ବୀୟର ଭବିଷ୍ୟଦ୍ବକ୍ତା ଗିଲିୟଦରେ ରାଜା ଆହାବଙ୍କୁ କହିଲେ, ଗିଲିୟଦର ପ୍ରବାସୀ ତିଶ୍ବୀୟ ଏଲିୟ ଭବିଷ୍ୟଦ୍ବକ୍ତା ରାଜା ଆହାବଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସେବା କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶରେ କାକର କି ବୃଷ୍ଟିପାତ ହେବ ନାହିଁ। ଯଦି ମୁଁ ଆଦେଶ ଦିଏ ତେବେ ବର୍ଷା ହେବ।”