ଯିଶାଇୟ 5:7 - ପବିତ୍ର ବାଇବଲ7 ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। Gade chapit laଓଡିଆ ବାଇବେଲ7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। Gade chapit la |
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ।