ଯିଶାଇୟ 50:11 - ପବିତ୍ର ବାଇବଲ11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଅଗ୍ନି ଜ୍ଵଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ଵଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit laଓଡିଆ ବାଇବେଲ11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ : ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅଗ୍ନି ଜ୍ୱଳାଉଅଛ, ଅଗ୍ନିଖୁଣ୍ଟାରେ ଆପଣାମାନଙ୍କୁ ବେଷ୍ଟନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ଦେଖ: ତୁମ୍ଭେମାନେ ଆପଣାମାନଙ୍କ ଅଗ୍ନିଶିଖା ଓ ଆପଣାମାନଙ୍କ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋʼ ହସ୍ତରୁ ଏହା ତୁମ୍ଭେମାନେ ପାଇବ; ତୁମ୍ଭେମାନେ ଶୋକରେ ଶୟନ କରିବ। Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।