Biblia Todo Logo
Bib sou entènèt

- Piblisite -




ଯିଶାଇୟ 50:3 - ପବିତ୍ର ବାଇବଲ

3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରରେ ସେହିସବୁର ଆଚ୍ଛାଦନ କରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେ ଆକାଶମଣ୍ତଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେସବୁର ଆଚ୍ଛାଦନ କରୁ।

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ରକୁ ସେହି ସବୁର ଆଚ୍ଛାଦନ କରୁ।”

Gade chapit la Kopi




ଯିଶାଇୟ 50:3
7 Referans Kwoze  

ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହସ୍ତ ଆକାଶ ଆଡ଼କୁ ଉଠାଅ। ତାହାହେଲେ ମିଶର ଦେଶ ଅନ୍ଧକାରରେ ଆଚ୍ଛାଦିତ ହେବ। ମିଶରୀୟମାନେ ଅନ୍ଧକାରରେ ଦରାଣ୍ଡି ହେବେ।”


ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା।


ସେତେବେଳେ ସ୍ୱର୍ଗ ଅନ୍ଧକାରମୟ ହେବ ଓ ସୂର୍ଯ୍ୟ, ଚନ୍ଦ୍ର ଓ ତାରାଗଣ ଆଲୋକ ଦେବେ ନାହିଁ।


ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”


ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ।


Swiv nou:

Piblisite


Piblisite