ଯିଶାଇୟ 51:1 - ପବିତ୍ର ବାଇବଲ1 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲ, ତାହା ପ୍ରତି ଦୃଷ୍ଟିପାତ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Gade chapit laଓଡିଆ ବାଇବେଲ1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର। Gade chapit la |
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।