ଯିଶାଇୟ 51:16 - ପବିତ୍ର ବାଇବଲ16 “ହେ ମୋର ସେବକ ଇସ୍ରାଏଲ, ଆମ୍ଭେ ତୁମ୍ଭ ମୁଖରେ ଆମ୍ଭର ବାକ୍ୟ ରଖିଅଛୁ ଓ ଆମ୍ଭର ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ, ଆମ୍ଭେ ସ୍ୱର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ‘ତୁମ୍ଭେମାନେ ମୋର ସନ୍ତାନ।’” Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି, ଆକାଶମଣ୍ତଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ Gade chapit laଓଡିଆ ବାଇବେଲ16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଆକାଶମଣ୍ଡଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ‘ତୁମ୍ଭେ ଆମ୍ଭର ଲୋକ,’ ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ।” Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”