ଯିଶାଇୟ 51:17 - ପବିତ୍ର ବାଇବଲ17 ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Gade chapit laଓଡିଆ ବାଇବେଲ17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ। Gade chapit la |