ଯିଶାଇୟ 51:22 - ପବିତ୍ର ବାଇବଲ22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit laଓଡିଆ ବାଇବେଲ22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭ ପ୍ରଭୁ, ସଦାପ୍ରଭୁ ଓ ଆପଣା ଲୋକମାନଙ୍କର ପକ୍ଷବାଦୀ ତୁମ୍ଭ ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ମତ୍ତତାଜନକ ପାନପାତ୍ର, ଅର୍ଥାତ୍, ଆମ୍ଭ କୋପରୂପ ବୃହତ ପାନପାତ୍ର ତୁମ୍ଭ ହସ୍ତରୁ କାଢ଼ି ନେଇଅଛୁ; ତୁମ୍ଭେ ଆଉ ତାହା ପାନ କରିବ ନାହିଁ; Gade chapit la |
ଆମ୍ଭେ ମଧ୍ୟ ସମସ୍ତ ରାଜ୍ୟକୁ ଏକତ୍ରିତ କରିବା। ସେହି ସମୟରେ, ଆମ୍ଭେ ସବୁ ରାଜ୍ୟକୁ ଯିହୋଶାଫଟ୍ ଉପତ୍ୟକାକୁ ଓହ୍ଲାଇ ଆଣିବା। ସେଠାରେ ଆମ୍ଭେ ସେମାନଙ୍କର ବିଗ୍ଭର କରିବା। ସେହି ଗୋଷ୍ଠୀଗୁଡ଼ିକ ଆମ୍ଭ ଇସ୍ରାଏଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସେମାନେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ଜୋର୍ କରି ନିର୍ବାସିତ କରି ଦେଇଛନ୍ତି। ସେମାନେ ଆମ୍ଭର ଭୂମି ସେମାନଙ୍କ ମଧ୍ୟରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା।
ଦାଉଦ ଶୁଣିଲେ ଯେ ନାବଲ ମୃତ୍ୟୁବରଣ କରିଛି। ଦାଉଦ କହିଲେ, “ସଦାପ୍ରଭୁଙ୍କ ପ୍ରଶଂସା କର। ନାବଲ ମୋ’ ବିଷୟରେ ଖରାପ କଥା କହିଥିଲା କିନ୍ତୁ ସଦାପ୍ରଭୁ ମୋତେ ସାହାଯ୍ୟ କଲେ। ସଦାପ୍ରଭୁ ମୋତେ ମନ୍ଦକାର୍ଯ୍ୟ କରିବାରୁ କ୍ଷାନ୍ତ କଲେ। ସଦାପ୍ରଭୁ ତା'ର ମୃତ୍ୟୁର କାରଣ ହେଲେ, କାରଣ ସେ କୁକର୍ମ କରିଥିଲା।” ତା'ପରେ ଦାଉଦ ଅବୀଗଲକୁ ଏକ ବାର୍ତ୍ତା ପଠାଇଲେ। ଦାଉଦଙ୍କର ସ୍ତ୍ରୀ ହେବା ପାଇଁ ତାଙ୍କୁ ପଗ୍ଭରିଲେ।