ଯିଶାଇୟ 51:4 - ପବିତ୍ର ବାଇବଲ4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର; ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା। Gade chapit laଓଡିଆ ବାଇବେଲ4 “ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ମନୋଯୋଗ କର; ହେ ଆମ୍ଭର ଦେଶୀୟ ଲୋକେ, ଆମ୍ଭ କଥାରେ କର୍ଣ୍ଣପାତ କର: କାରଣ ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା। Gade chapit la |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।