ଯିଶାଇୟ 51:8 - ପବିତ୍ର ବାଇବଲ8 କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବନ୍ତ ମାତ୍ର ଆମ୍ଭର ଧର୍ମ ଅନ; କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ପୁରୁଷ-ପରମ୍ପରାରେ ରହିବ। Gade chapit laଓଡିଆ ବାଇବେଲ8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତ କାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ କୀଟ ସେମାନଙ୍କୁ ବସ୍ତ୍ର ପରି ଖାଇ ପକାଇବ ଓ ପୋକ ସେମାନଙ୍କୁ ଲୋମ ପରି ଖାଇ ପକାଇବ; ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ବଂଶାନୁକ୍ରମେ ରହିବ।” Gade chapit la |
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।