ଯିଶାଇୟ 52:3 - ପବିତ୍ର ବାଇବଲ3 ସଦାପ୍ରଭୁ ଏହି କଥା କୁହନ୍ତି, “ତୁମ୍ଭେମାନେ ବିନା ମୂଲ୍ୟରେ ବିବ୍ରତ ହୋଇଥିଲ, ଆଉ ବିନା ମୂଲ୍ୟରେ ମୁକ୍ତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ। Gade chapit laଓଡିଆ ବାଇବେଲ3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।