ଯିଶାଇୟ 52:4 - ପବିତ୍ର ବାଇବଲ4 ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି, “ଆମ୍ଭର ଲୋକମାନେ ପ୍ରବାସ କରିବାକୁ ମିଶର ଯାଇଥିଲେ। ମାତ୍ର ଅଶୂରୀୟମାନେ ବିନା କାରଣରେ ସେମାନଙ୍କ ଉପରେ ଅତ୍ୟାଗ୍ଭର କଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା। Gade chapit laଓଡିଆ ବାଇବେଲ4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ଲୋକମାନେ ପ୍ରଥମରେ ପ୍ରବାସ କରିବା ପାଇଁ ମିସରକୁ ଗଲେ; ପୁଣି, ଅଶୂରୀୟ ଅକାରଣରେ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କଲା। Gade chapit la |
ତା'ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଆମ୍ଭ ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହାନ୍ତି। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି। ସେ ପରମେଶ୍ୱରଙ୍କୁ କେବଳ ଉପାସନା କରେ ଓ ମନ୍ଦକାର୍ଯ୍ୟ କରିବାକୁ ବାରଣ କରେ। ସେ ଏବେ ମଧ୍ୟ ନିର୍ଦ୍ଦୋଷ, ଯଦିଓ ତୁମ୍ଭେ ବିନା କାରଣରେ ତା'ର ସମସ୍ତ ବସ୍ତୁକୁ ନଷ୍ଟ କରିବା ପାଇଁ ମୋତେ ପ୍ରବର୍ତ୍ତାଇଥିଲ।”