ଯିଶାଇୟ 53:12 - ପବିତ୍ର ବାଇବଲ12 ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ। Gade chapit laଓଡିଆ ବାଇବେଲ12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳିଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।