ଯିଶାଇୟ 54:11 - ପବିତ୍ର ବାଇବଲ11 “ହେ ଦୁଃଖିନୀ, ତୋଫାନ ବିଧ୍ୱସ୍ତ ଓ ସାନ୍ତ୍ୱନା ବିରହିତ ନଗରୀ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ଵନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ଵାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Gade chapit laଓଡିଆ ବାଇବେଲ11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା। Gade chapit la |
ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’