ଯିଶାଇୟ 54:8 - ପବିତ୍ର ବାଇବଲ8 ଅତି କ୍ରୋଧରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଗ୍ଭଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା।” ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅତିଶୟ କୋପରେ ଆମ୍ଭେ ଏକ ନିମିଷମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତ- କାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା,” ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅତିଶୟ କୋପରେ ଆମ୍ଭେ ଏକ ନିମିଷ ମାତ୍ର ଆପଣା ମୁଖ ତୁମ୍ଭଠାରୁ ଲୁଚାଇଲୁ; ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା, ଏହା ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ କହନ୍ତି। Gade chapit la |
କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ।
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି। ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର। ସେଲା