Biblia Todo Logo
Bib sou entènèt

- Piblisite -




ଯିଶାଇୟ 54:9 - ପବିତ୍ର ବାଇବଲ

9 “କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେନ୍ତ ନୋହ ସମୟର ଜଳ ଆଉ ପୃଥିବୀକି ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

9 “କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେ; ନୋହ ସମୟର ଜଳ ଆଉ ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

Gade chapit la Kopi




ଯିଶାଇୟ 54:9
18 Referans Kwoze  

ସେହି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି, ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।


ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।


ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ।’” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି।


ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ ଆମ୍ଭ ନିକଟକୁ ଫେରି ଆସିବ ନାହିଁ; ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।


ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ। ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।


ତୁମ୍ଭର ଚକ୍ଷୁ ମେଲାଇ ଚତୁର୍ଦ୍ଦିଗକୁ ଦେଖ। ସେମାନେ ସମସ୍ତେ ଏକତ୍ରିତ ହୋଇ ତୁମ୍ଭ ଆଡ଼କୁ ଆସୁଛନ୍ତି।” ସଦାପ୍ରଭୁ କୁହନ୍ତି, “ମୋର ଜୀବନରେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରୁଛି, ତୁମ୍ଭେ ସମସ୍ତ ପରିଧାନ ଭୂଷଣ କରିବ। ପୁଣି ସମସ୍ତେ ଗୋଟିଏ କନ୍ୟା ପରି ପରିଧାନ କରିବେ।


ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି, “ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।


ଏହିରୂପେ ତୁମ୍ଭ ପ୍ରତି ଆମ୍ଭର କୋପ ଶାନ୍ତ ହେବ ଓ ତୁମ୍ଭଠାରୁ ଆମ୍ଭର ଅନ୍ତର୍ଜ୍ୱାଳା ଯିବ। ଆଉ ଆମ୍ଭେ କ୍ଷାନ୍ତ ହୋଇ କ୍ରୋଧ କରିବା ନାହିଁ।


ଏବଂ ମୁଁ ଇସ୍ରାଏଲ ପରିବାର ଉପରେ ନିଜର ଆତ୍ମା ଜାଳି ଅଛି। ତାହାପରେ ମୁଁ ଆପଣା ମୁଖ ସେମାନଙ୍କଠାରୁ ଲୁଗ୍ଭଇବି ନାହିଁ।” ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।


ତା'ପରେ ତୁମ୍ଭେ ତୁମ୍ଭର ବିପଦକୁ ଭୁଲିଯିବ। ବହିଗଲା ଜଳ ପରି ତୁମ୍ଭର ସମସ୍ତ ଦୁଃଖ ଦୂର ହୋଇଯିବ।


ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ। ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।


କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”


ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ।


ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite