Biblia Todo Logo
Bib sou entènèt

- Piblisite -




ଯିଶାଇୟ 55:9 - ପବିତ୍ର ବାଇବଲ

9 ସଦାପ୍ରଭୁ ସ୍ୱୟଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ୱର୍ଗମଣ୍ଡଳ ଉଚ୍ଚତର ସେହିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସେହିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ତଳ ଯେପରି ଉଚ୍ଚ, ସେପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।

Gade chapit la Kopi

ଓଡିଆ ବାଇବେଲ

9 “କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପ ସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ପୃଥିବୀ ଅପେକ୍ଷା ଆକାଶମଣ୍ଡଳ ଯେପରି ଉଚ୍ଚ, ସେହିପରି ଆମ୍ଭର ମାର୍ଗସକଳ ତୁମ୍ଭମାନଙ୍କର ମାର୍ଗ ଅପେକ୍ଷା ଓ ଆମ୍ଭର ସଂକଳ୍ପସକଳ ତୁମ୍ଭମାନଙ୍କ ସଂକଳ୍ପ ଅପେକ୍ଷା ଉଚ୍ଚତର ଅଟେ।

Gade chapit la Kopi




ଯିଶାଇୟ 55:9
9 Referans Kwoze  

ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।


ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।


ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।


ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି। ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”


ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି?


ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, “ମୁଁ ଶପଥ କରୁଛି, ମୁଁ ଯାହା ଗ୍ଭହିଁଥିଲି ତାହା ହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସେହିପରି ମଧ୍ୟ ଘଟିବ।


ପଶୁବତ୍ ଲୋକମାନେ ଏହାକୁ ଜାଣନ୍ତି ନାହିଁ, କିଅବା ନିର୍ବୋଧମାନେ ବୁଝନ୍ତି ନାହିଁ।


Swiv nou:

Piblisite


Piblisite