ଯିଶାଇୟ 56:7 - ପବିତ୍ର ବାଇବଲ7 ସେ ସମସ୍ତଙ୍କୁ ଆମ୍ଭେ ଆମ୍ଭର ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପବିତ୍ର ପ୍ରାର୍ଥନା ଗୃହରେ ସେମାନଙ୍କୁ ଆନନ୍ଦିତ କରିବା। ସେମାନଙ୍କର ନୈବେଦ୍ୟ ଓ ଉତ୍ସର୍ଗ ବଳିଦାନକୁ ଆମ୍ଭେ ଗ୍ରହଣ କରିବା; କାରଣ ଆମ୍ଭର ମନ୍ଦିର ସର୍ବ ଗୋଷ୍ଠୀର ଲୋକମାନଙ୍କର ପ୍ରାର୍ଥନା ମନ୍ଦିର ଭାବରେ ଖ୍ୟାତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନା-ଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନା-ଗୃହ ବୋଲି ବିଖ୍ୟାତ ହେବ। Gade chapit laଓଡିଆ ବାଇବେଲ7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ। Gade chapit la |
ପୁଣି ତୁମ୍ଭେମାନେ ତୁମ୍ଭମାନଙ୍କ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଓ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀମାନଙ୍କ ନିମନ୍ତେ ଓ ସେମାନଙ୍କଠାରୁ ଉତ୍ପନ୍ନ ସନ୍ତାନସନ୍ତତି ନିମନ୍ତେ ଓ ଉତ୍ତରାଧିକାରୀ ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ ଏବଂ ସେମାନେ ଇସ୍ରାଏଲ ଲୋକମାନେ ସ୍ୱଜନ୍ମସ୍ଥାନ ତୁଲ୍ୟ ବିବେଚିତ ହେବା ଉଚିତ୍। ସେମାନେ ମଧ୍ୟ କିଛି ଇସ୍ରାଏଲ ଭୂମିର ଉତ୍ତରାଧିକାରୀ ହେବା ଉଚିତ୍। ଇସ୍ରାଏଲ ପରିବାରବର୍ଗମାନଙ୍କ ମଧ୍ୟରୁ ସେମାନଙ୍କ ପାଇଁ ଭୂମି ପ୍ରାପ୍ତ କର।