ଯିଶାଇୟ 57:1 - ପବିତ୍ର ବାଇବଲ1 ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷୟରେ କେହି ମନୋଯୋଗ କରୁ ନାହାନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ୟ କେହି ବିବେଚନା କରୁ ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Gade chapit laଓଡିଆ ବାଇବେଲ1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ। Gade chapit la |
ତେଣୁ ଯୋଶିୟଙ୍କ ଭୃତ୍ୟମାନେ ତାହାଙ୍କ ରଥରୁ ତାଙ୍କୁ ନେଇଗଲେ ଓ ସେ ତାଙ୍କ ସଙ୍ଗରେ ଯୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହା ପରେ ସେମାନେ ଯୋଶିୟଙ୍କୁ ଯିରୁଶାଲମକୁ ନେଇଗଲେ। ରାଜା ଯୋଶିୟ ଯିରୁଶାଲମରେ ମୃତ୍ୟୁବରଣ କଲେ। ଯୋଶିୟ ତାଙ୍କର ପୂର୍ବପୁରୁଷମାନଙ୍କ କବରରେ କବରପ୍ରାପ୍ତ ହେଲେ। ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ଯୋଶିୟଙ୍କ ମୃତ୍ୟୁ ଯୋଗୁଁ ଅତ୍ୟନ୍ତ ଦୁଃଖିତ ହେଲେ।
ହିଜକିୟ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଦାଉଦଙ୍କ ପୁତ୍ରମାନଙ୍କର କବର ଯେଉଁ ପର୍ବତ ଉପରେ ଥିଲା, ଲୋକମାନେ ହିଜକିୟଙ୍କୁ ସେହିଠାରେ କବର ଦେଲେ। ହିଜକିୟ ମୃତ୍ୟୁବରଣ କଲାପରେ ଯିହୁଦା ଓ ଯିରୁଶାଲମରେ ବାସ କରୁଥିବା ସମସ୍ତ ଲୋକ ତାହାଙ୍କୁ ସମ୍ମାନ ଦେଖାଇଲେ। ମନଃଶି ହିଜକିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ମନଃଶି ହିଜକିୟଙ୍କ ପୁତ୍ର ଥିଲେ।