ଯିଶାଇୟ 57:11 - ପବିତ୍ର ବାଇବଲ11 ତାହାର ସକାଶୁ ଏପରି କ୍ଳେଶ ଓ ଭୀତା ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ଭୁଲି ଯାଇଅଛ? ତୁମ୍ଭେ ସେଥିରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ’ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ? ତୁମ୍ଭେ କ’ଣ ଆମ୍ଭକୁ ଭୟ କରୁ ନାହଁ? Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ? Gade chapit laଓଡିଆ ବାଇବେଲ11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ? Gade chapit la |
ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’