ଯିଶାଇୟ 57:15 - ପବିତ୍ର ବାଇବଲ15 କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ୱର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ। ଆଉ ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)15 କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ। Gade chapit laଓଡିଆ ବାଇବେଲ15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ। Gade chapit la |
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।