ଯିଶାଇୟ 57:16 - ପବିତ୍ର ବାଇବଲ16 ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ। ଯଦି କରିବା ତାହାହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ। Gade chapit laଓଡିଆ ବାଇବେଲ16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି: “ଆମ୍ଭେ ଇଦୋମର ଲୋକମାନଙ୍କୁ ନିଶ୍ଚିତ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧରେ ଲିପ୍ତ ଥିଲେ। ସେମାନେ ମଧ୍ୟ ସେମାନଙ୍କର ଭାଇମାନଙ୍କୁ ଖଡ଼୍ଗଧରି ଗୋଡ଼ାଇଲେ। ଏବଂ ଟିକିଏ ହେଲେ ଦୟା ଦେଖାଇ ନ ଥିଲେ। ଇଦୋମ ନିଜର କ୍ରୋଧ ଚିରଦିନ ପାଇଁ ରଖିଲେ ଏବଂ ନିଜର କ୍ରୋଧ ବନ୍ଦ କଲେ ନାହିଁ। ଇସ୍ରାଏଲୀୟମାନଙ୍କୁ ସେମାନେ ବନ୍ୟପ୍ରାଣୀ ସଦୃଶ ବିଦୀର୍ଣ୍ଣ କଲେ।