ଯିଶାଇୟ 57:2 - ପବିତ୍ର ବାଇବଲ2 ମାତ୍ର ସେମାନେ ଶାନ୍ତିରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠାରେ ଗ୍ଭଲନ୍ତି, ସେମାନେ ନିଜର ଶଯ୍ୟାରେ ଶାନ୍ତିରେ ବିଶ୍ରାମ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Gade chapit laଓଡିଆ ବାଇବେଲ2 ସେ ଶାନ୍ତିରେ ପ୍ରବେଶ କରେ; ସରଳପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଶାନ୍ତିରେ ପ୍ରବେଶ କରେ; ସରଳ-ପଥଗାମୀମାନେ ପ୍ରତ୍ୟେକେ ଆପଣା ଆପଣା ଶଯ୍ୟାରେ ବିଶ୍ରାମ କରନ୍ତି। Gade chapit la |
ନିହତ ଲୋକମାନଙ୍କ ମଧ୍ୟରେ ତା’ ପାଇଁ ଗୋଟିଏ ଶଯ୍ୟା ପ୍ରସ୍ତୁତ କରିଅଛନ୍ତି। ସମସ୍ତ ଲୋକ ତା'ର କବରର ଚତୁର୍ଦ୍ଦିଗରେ ଅଛନ୍ତି। ସେହି ଅସୁନ୍ନତମାନେ, ଯେଉଁମାନେ ଖଣ୍ଡା ଦ୍ୱାରା ହତ ହୋଇଛନ୍ତି। କାରଣ ସେମାନଙ୍କ ଆତଙ୍କ ଜୀବିତମାନଙ୍କ ମଧ୍ୟରେ ବ୍ୟାପିଗଲା। ସେମାନେ ସେମାନଙ୍କର ଲଜ୍ଜାକୁ ଅନ୍ୟମାନଙ୍କ ସହିତ ବାଣ୍ଟିଲେ, ଯେଉଁମାନେ କବରକୁ ଗଲେ, ସେ ଶବମାନଙ୍କ ମଧ୍ୟରେ ରହିଲେ।