ଯିଶାଇୟ 57:3 - ପବିତ୍ର ବାଇବଲ3 “ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ। Gade chapit laପବିତ୍ର ବାଇବଲ (Re-edited) - (BSI)3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Gade chapit laଓଡିଆ ବାଇବେଲ3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।