ଯିଶାଇୟ 58:1 - ପବିତ୍ର ବାଇବଲ1 ଉଚ୍ଚସ୍ୱରରେ ଘୋଷଣା କର, ସ୍ୱର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସେମାନଙ୍କର ଅଧର୍ମ ବିଷୟରେ ଓ ଯାକୁବ ବଂଶକୁ ସେମାନଙ୍କ ପାପ ସମ୍ବନ୍ଧରେ ଜଣାଅ। Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ଵର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। Gade chapit laଓଡିଆ ବାଇବେଲ1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ। Gade chapit la |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।